Psalms 119:77 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାେ ଉପରେ ଦୟା ରଖ, ୟପରେିକି ମୁଁ ବଞ୍ଚିପାରେ। ମୁଁ ବାସ୍ତବରେ ତୁମ୍ଭର ଶିକ୍ଷାକୁ ଉପ ଭୋଗ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋʼ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ; କାରଣ ତୁମ୍ଭର ବ୍ୟବସ୍ଥା ମୋହର ଆନନ୍ଦଜନକ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋ’ ଉପରେ ଦୟା ରଖ, ଯେପରିକି ମୁଁ ବଞ୍ଚିପାରେ। ମୁଁ ବାସ୍ତବରେ ତୁମ୍ଭର ଶିକ୍ଷାକୁ ଉପଭୋଗ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋʼ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ; କାରଣ ତୁମ୍ଭର ବ୍ୟବସ୍ଥା ମୋହର ଆନନ୍ଦଜନକ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋ’ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ; କାରଣ ତୁମ୍ଭର ବ୍ୟବସ୍ଥା ମୋହର ଆନନ୍ଦଜନକ।