Psalms 119:78 — Compare Translations
5 translations compared side by side
Odia - 1840
"ଯେଉଁ ଲୋକମାନେ ନିଜକୁ ମାଠାରୁେ ଧାର୍ମିକ ଭାବନ୍ତି, ମାେ ବିଷଯରେ ମିଥ୍ଯା କହନ୍ତି। ମୁଁ ଆଶାକରେ ସମାନେେ ଲଜ୍ଜିତ ହୁଅନ୍ତୁ। ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାସବୁ ଉପରେ ଧ୍ଯାନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅହଙ୍କାରୀମାନେ ଲଜ୍ଜିତ ହେଉନ୍ତୁ; କାରଣ ସେମାନେ ଅନ୍ୟାୟରେ ମୋହର ସର୍ବନାଶ କରିଅଛନ୍ତି; ମାତ୍ର ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ନିଜକୁ ମୋ’ଠାରୁ ଧାର୍ମିକ ଭାବନ୍ତି, ମୋ’ ବିଷୟରେ ମିଥ୍ୟା କହନ୍ତି। ମୁଁ ଆଶାକରେ ସେମାନେ ଲଜ୍ଜିତ ହୁଅନ୍ତୁ। ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାସବୁ ଉପରେ ଧ୍ୟାନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅହଙ୍କାରୀମାନେ ଲଜ୍ଜିତ ହେଉନ୍ତୁ; କାରଣ ସେମାନେ ଅନ୍ୟାୟରେ ମୋହର ସର୍ବନାଶ କରିଅଛନ୍ତି; ମାତ୍ର ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି।
Odia IRV 2017 (ଓଡିଆ ବାଇବେଲ)
ଅହଙ୍କାରୀମାନେ ଲଜ୍ଜିତ ହେଉନ୍ତୁ; କାରଣ ସେମାନେ ଅନ୍ୟାୟରେ ମୋହର ସର୍ବନାଶ କରିଅଛନ୍ତି; ମାତ୍ର ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି।