Psalms 119:79 — Compare Translations

5 translations compared side by side

Odia - 1840
"ଯେଉଁମାନେ ତୁମ୍ଭକୁ ସମ୍ମାନ କରିପାରନ୍ତି, ତୁମ୍ଭେ ସମାନଙ୍କେୁ ମାେ ପାଖକୁ ଫରୋଅ। ୟପରେିକି ସମାନେେ ତୁମ୍ଭର ବାକ୍ଯ ବିଷଯରେ ଶିକ୍ଷା କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋʼ କତିକି ଫେରନ୍ତୁ, ତହିଁରେ ସେମାନେ ତୁମ୍ଭର ପ୍ରମାଣ ବାକ୍ୟ ଜ୍ଞାତସାର ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତୁମ୍ଭକୁ ସମ୍ମାନ କରି ପାରନ୍ତି, ତୁମ୍ଭେ ସେମାନଙ୍କୁ ମୋ’ ପାଖକୁ ଫେରାଅ। ଯେପରିକି ସେମାନେ ତୁମ୍ଭର ବାକ୍ୟ ବିଷୟରେ ଶିକ୍ଷା କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋʼ କତିକି ଫେରନ୍ତୁ, ତହିଁରେ ସେମାନେ ତୁମ୍ଭର ପ୍ରମାଣ-ବାକ୍ୟ ଜ୍ଞାତସାର ହେବେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋ’ କତିକି ଫେରନ୍ତୁ, ତହିଁରେ ସେମାନେ ତୁମ୍ଭର ପ୍ରମାଣ-ବାକ୍ୟ ଜ୍ଞାତସାର ହେବେ।