Psalms 119:8 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭର ବିଧିସବୁ ପାଳନ କରିବି। ମାେତେ ଏକୁଟିଆ କରି ଛାଡ଼ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭର ବିଧିସବୁ ପାଳନ କରିବି; ମୋତେ ନିତା; ପରିତ୍ୟାଗ କର ନାହିଁ । ବୈତ୍ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ବିଧିସବୁ ପାଳନ କରିବି। ମୋତେ ଏକୁଟିଆ କରି ଛାଡ଼ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭର ବିଧିସବୁ ପାଳନ କରିବି; ମୋତେ ନିତାନ୍ତ ପରିତ୍ୟାଗ କର ନାହିଁ। ବୈତ୍।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭର ବିଧିସବୁ ପାଳନ କରିବି; ମୋତେ ନିତାନ୍ତ ପରିତ୍ୟାଗ କର ନାହିଁ। ବୈତ୍।