Psalms 119:80 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମୁଁ ସମ୍ପୂର୍ଣ୍ଣ ହୃଦଯ ସହିତ ତୁମ୍ଭର ନିଯମକୁ ମାନିପାରେ, ତବେେ ମୁଁ ଲଜ୍ଜିତ ହବେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋʼ ଅନ୍ତଃକରଣ ସିଦ୍ଧ ହେଉ । କଫ୍ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୁଁ ସମ୍ପୂର୍ଣ୍ଣ ହୃଦୟ ସହିତ ତୁମ୍ଭର ନିୟମକୁ ମାନିପାରେ, ତେବେ ମୁଁ ଲଜ୍ଜିତ ହେବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋʼ ଅନ୍ତଃକରଣ ସିଦ୍ଧ ହେଉ। କଫ୍।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋ’ ଅନ୍ତଃକରଣ ସିଦ୍ଧ ହେଉ। କଫ୍।