Psalms 119:81 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭକୁ ଅପେକ୍ଷା କରି ମୁଁ ଦୁର୍ବଳ ଅଟେ ତୁମ୍ଭେ ମାେତେ ରକ୍ଷା କର। କିନ୍ତୁ ମୁଁ ତୁମ୍ଭର ବାକ୍ଯ ଉପରେ ନିର୍ଭର ରେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ପରିତ୍ରାଣ ପାଇଁ ମୋʼ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ ।
Odia Bible ERV 2004 (ପବିତ୍ର ବାଇବଲ)
କଫ୍ ସଦାପ୍ରଭୁ, ତୁମ୍ଭକୁ ଅପେକ୍ଷା କରି ମୁଁ ଦୁର୍ବଳ ଅଟେ ତୁମ୍ଭେ ମୋତେ ରକ୍ଷା କର। କିନ୍ତୁ ମୁଁ ତୁମ୍ଭର ବାକ୍ୟ ଉପରେ ନିର୍ଭର ରଖେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ପରିତ୍ରାଣ ପାଇଁ ମୋʼ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ପରିତ୍ରାଣ ପାଇଁ ମୋ’ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।