Psalms 119:83 — Compare Translations

5 translations compared side by side

Odia - 1840
"ଏପରିକି ମୁଁ ଅଳିଆ ଗଦାରେ ପଡ଼ିଥିବା ଏକ ପଚା ଚମଡ଼ା ଥଳୀ ଅଟେ। ମୁଁ ତୁମ୍ଭର ନିଯମ ଭୁଲିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି । ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ମୁଁ ଅଳିଆ ଗଦାରେ ପଡ଼ିଥିବା ଏକ ପଗ୍ଭ ଚମଡ଼ା ଥଳୀ ଅଟେ। ମୁଁ ତୁମ୍ଭର ନିୟମ ଭୁଲିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି। ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି। ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ।