Psalms 119:85 — Compare Translations

5 translations compared side by side

Odia - 1840
"ଅହଂକାରୀମାନେ ମିଥ୍ଯାଦ୍ବାରା ଆଘାତ କରନ୍ତି ଏବଂ ତାହା ତୁମ୍ଭ ଶିକ୍ଷା ବିରୁଦ୍ଧ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅହଙ୍କାରୀମାନେ ମୋʼ ପାଇଁ ଗର୍ତ୍ତ ଖୋଳିଅଛନ୍ତି, ସେମାନେ ତୁମ୍ଭ ବ୍ୟବସ୍ଥାର ଅନୁଗାମୀ ନୁହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଅହଂକାରୀମାନେ ମିଥ୍ୟାଦ୍ୱାରା ଆଘାତ କରନ୍ତି ଏବଂ ତାହା ତୁମ୍ଭ ଶିକ୍ଷା ବିରୁଦ୍ଧ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅହଙ୍କାରୀମାନେ ମୋʼ ପାଇଁ ଗର୍ତ୍ତ ଖୋଳିଅଛନ୍ତି, ସେମାନେ ତୁମ୍ଭ ବ୍ୟବସ୍ଥାର ଅନୁଗାମୀ ନୁହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅହଙ୍କାରୀମାନେ ମୋ’ ପାଇଁ ଗର୍ତ୍ତ ଖୋଳିଅଛନ୍ତି, ସେମାନେ ତୁମ୍ଭ ବ୍ୟବସ୍ଥାର ଅନୁଗାମୀ ନୁହଁନ୍ତି।