Psalms 119:86 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭର ଆଦେଶସବୁ ବିଶ୍ବାସନୀଯ। ସମାନେେ ଅନ୍ଯାଯରେ ମାେତେ ତାଡ଼ନା କରନ୍ତି। ମାେତେ ସାହାୟ୍ଯ କର!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଆଜ୍ଞାସବୁ ବିଶ୍ଵସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭର ଆଦେଶସବୁ ବିଶ୍ୱାସନୀୟ। ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି। ମୋତେ ସାହାଯ୍ୟ କର!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଆଜ୍ଞାସବୁ ବିଶ୍ୱସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଆଜ୍ଞାସବୁ ବିଶ୍ୱସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର।