Psalms 119:87 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ ମାେତେ ଧ୍ବଂସ କରି ଦେଲଣେି। ମାତ୍ର ମୁଁ ତୁମ୍ଭର ଆଦେଶ ପରିତ୍ଯାଗ କରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ମୋତେ ଧ୍ୱଂସ କରି ଦେଲେଣି। ମାତ୍ର ମୁଁ ତୁମ୍ଭର ଆଦେଶ ପରିତ୍ୟାଗ କରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ।