Psalms 119:88 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ମାେତେ ଦଖାେଅ ଏବଂ ମାେତେ ବଞ୍ଚାଅ। ୟପରେି ମୁଁ ତୁମ୍ଭର ଆଦେଶ ରଖିପାରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସଚେତ କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି । ଲାମଦ୍ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋତେ ଦେଖାଅ ଏବଂ ମୋତେ ବଞ୍ଚାଅ। ଯେପରି ମୁଁ ତୁମ୍ଭର ଆଦେଶ ରଖିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ଜୀବନକୁ ରକ୍ଷା କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି। ଲାମଦ୍।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ’ ଜୀବନକୁ ରକ୍ଷା କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି। ଲାମଦ୍।