Psalms 119:9 — Compare Translations
5 translations compared side by side
Odia - 1840
"ତୁମ୍ଭର ବାକ୍ଯାନୁୟାଯୀ କିପରି ଜଣେ ୟୁବକ ତା'ର ଜୀବନକୁ ପବିତ୍ର କରିପାରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ବୈତ୍ ତୁମ୍ଭର ବାକ୍ୟାନୁଯାୟୀ କିପରି ଜଣେ ଯୁବକ ତା’ର ଜୀବନକୁ ପବିତ୍ର କରି ପାରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ।
Odia IRV 2017 (ଓଡିଆ ବାଇବେଲ)
ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ।