Psalms 119:90 — Compare Translations
5 translations compared side by side
Odia - 1840
"ତୁମ୍ଭର ବିଶ୍ବସ୍ତତା ବଂଶାନୁକ୍ରମେ ଚାଲିବ। ତୁମ୍ଭେ ପୃଥିବୀକୁ ଉଚିତ୍ ଜାଗାରେ ରଖିଛ ଏବଂ ଏହା ଏଠାରେ ସବୁବେଳେ ରହିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ବିଶ୍ଵସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ; ତୁମ୍ଭେ ପୃଥିବୀକି ସଂସ୍ଥାପନ କରିଅଛ ଓ ତାହା ସୁସ୍ଥିର ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ବିଶ୍ୱସ୍ତତା ବଂଶାନୁକ୍ରମେ ଗ୍ଭଲିବ। ତୁମ୍ଭେ ପୃଥିବୀକୁ ଉଚିତ୍ ଜାଗାରେ ରଖିଛ ଏବଂ ଏହା ଏଠାରେ ସବୁବେଳେ ରହିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ; ତୁମ୍ଭେ ପୃଥିବୀକୁ ସଂସ୍ଥାପନ କରିଅଛ ଓ ତାହା ସୁସ୍ଥିର ଥାଏ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ; ତୁମ୍ଭେ ପୃଥିବୀକୁ ସଂସ୍ଥାପନ କରିଅଛ ଓ ତାହା ସୁସ୍ଥିର ଥାଏ।