Psalms 119:91 — Compare Translations

5 translations compared side by side

Odia - 1840
"ତୁମ୍ଭର ବ୍ଯବସ୍ଥା ଯୋଗୁଁ ସ୍ବର୍ଗ ଓ ପୃଥିବୀ ଆଜି ପର୍ୟ୍ଯନ୍ତ ଚାଲୁ ରହିଛି। କାରଣ ସବୁକିଛି ତୁମ୍ଭର ଦାସମାନେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର; କାରଣ ସମସ୍ତେ ତୁମ୍ଭର ଦାସ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ବ୍ୟବସ୍ଥା ଯୋଗୁଁ ସ୍ୱର୍ଗ ଓ ପୃଥିବୀ ଆଜି ପର୍ଯ୍ୟନ୍ତ ଗ୍ଭଲୁ ରହିଛି। କାରଣ ସବୁକିଛି ତୁମ୍ଭର ଦାସମାନେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର; କାରଣ ସମସ୍ତେ ତୁମ୍ଭର ଦାସ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର; କାରଣ ସମସ୍ତେ ତୁମ୍ଭର ଦାସ।