Psalms 119:93 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭର ନିର୍ଦ୍ଦେଶକୁ ମୁଁ କଦାପି ପାଶୋରିବି ନାହିଁ। କାରଣ ସମାନଙ୍କେ ଦ୍ବାରା ମାେତେ ତୁମ୍ଭେ ଜୀବିତ ରହିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ବିଧାନସବୁ ମୁଁ କେବେ ପାସୋରିବି ନାହିଁ; କାରଣ ତଦ୍ଦ୍ଵାରା ତୁମ୍ଭେ ମୋତେ ସଚେତ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ତୁମ୍ଭର ନିର୍ଦ୍ଦେଶକୁ ମୁଁ କଦାପି ପାଶୋରିବି ନାହିଁ। କାରଣ ସେମାନଙ୍କ ଦ୍ୱାରା ମୋତେ ତୁମ୍ଭେ ଜୀବିତ ରହିବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ବିଧାନସବୁ ମୁଁ କେବେ ପାସୋରିବି ନାହିଁ; କାରଣ ତଦ୍ଦ୍ୱାରା ତୁମ୍ଭେ ମୋତେ ସଚେତ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ବିଧାନସବୁ ମୁଁ କେବେ ପାସୋରିବି ନାହିଁ; କାରଣ ତଦ୍ଦ୍ୱାରା ତୁମ୍ଭେ ମୋତେ ସଚେତ କରିଅଛ।