Psalms 119:94 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭର, ତଣେୁ ମାେତେ ରକ୍ଷା କର। କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁର ଅନ୍ବଷେଣ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ଵେଷଣ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର, ତେଣୁ ମୋତେ ରକ୍ଷା କର। କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁର ଅନ୍ୱେଷଣ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ୱେଷଣ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ୱେଷଣ କରିଅଛି।