Psalms 119:95 — Compare Translations

5 translations compared side by side

Odia - 1840
"ଦୁଷ୍ଟ ଲୋକମାନେ ମାେତେ ଧ୍ବଂସ କରିବାକୁ ଅପେକ୍ଷା କରୁଛନ୍ତି, କିନ୍ତୁ ମୁଁ ତୁମ୍ଭର ବାକ୍ଯ ବିଷଯରେ ଭାବିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ ରହିଅଛନ୍ତି; ମାତ୍ର ମୁଁ ତୁମ୍ଭର ପ୍ରମାଣ-ବାକ୍ୟ ବିବେଚନା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନେ ମୋତେ ଧ୍ୱଂସ କରିବାକୁ ଅପେକ୍ଷା କରୁଛନ୍ତି, କିନ୍ତୁ ମୁଁ ତୁମ୍ଭର ବାକ୍ୟ ବିଷୟରେ ଭାବିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ ରହିଅଛନ୍ତି; ମାତ୍ର ମୁଁ ତୁମ୍ଭର ପ୍ରମାଣ-ବାକ୍ୟ ବିବେଚନା କରିବି।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ ରହିଅଛନ୍ତି; ମାତ୍ର ମୁଁ ତୁମ୍ଭର ପ୍ରମାଣ-ବାକ୍ୟ ବିବେଚନା କରିବି।