Psalms 119:97 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ। ତାହା ମୁଁ ଦିନସାରା ଭାବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ । ତାହା ଦିନଯାକ ମୋହର ଧ୍ୟାନ ।
Odia Bible ERV 2004 (ପବିତ୍ର ବାଇବଲ)
ମେମ୍ ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ। ତାହା ମୁଁ ଦିନସାରା ଭାବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ। ତାହା ସାରାଦିନ ମୋହର ଧ୍ୟାନ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ। ତାହା ସାରାଦିନ ମୋହର ଧ୍ୟାନ।