Psalms 119:98 — Compare Translations
5 translations compared side by side
Odia - 1840
"ତୁମ୍ଭର ନିର୍ଦ୍ଦେଶ ମାେତେ ମାରେ ଶତ୍ରୁମାନଙ୍କଠାରୁ ବୁଦ୍ଧିମାନ୍ କରିଛି। ତୁମ୍ଭର ନିଯମ ସର୍ବଦା ମାେ ସହିତ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଆଜ୍ଞାସବୁ ମୋତେ ମୋʼ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ; କାରଣ ତାହାସବୁ ନିରନ୍ତର ମୋʼ ସଙ୍ଗେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ନିର୍ଦ୍ଦେଶ ମୋତେ ମୋର ଶତ୍ରୁମାନଙ୍କଠାରୁ ବୁଦ୍ଧିମାନ୍ କରିଛି। ତୁମ୍ଭର ନିୟମ ସର୍ବଦା ମୋ’ ସହିତ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଆଜ୍ଞାସବୁ ମୋତେ ମୋʼ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ; କାରଣ ତାହାସବୁ ନିରନ୍ତର ମୋʼ ସଙ୍ଗେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଆଜ୍ଞାସବୁ ମୋତେ ମୋ’ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ; କାରଣ ତାହାସବୁ ନିରନ୍ତର ମୋ’ ସଙ୍ଗେ ଥାଏ।