Psalms 119:99 — Compare Translations

5 translations compared side by side

Odia - 1840
"ମାରେ ସମସ୍ତ ଗୁରୁଙ୍କଠାରୁ ମୁଁ ଅଧିକ ବୁଦ୍ଧିମାନ୍। କାରଣ ମୁଁ ତୁମ୍ଭର ବାକ୍ଯସବୁ ଶିକ୍ଷା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ସମସ୍ତ ଗୁରୁ ଅପେକ୍ଷା ମୋʼ ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ସମସ୍ତ ଗୁରୁଙ୍କଠାରୁ ମୁଁ ଅଧିକ ବୁଦ୍ଧିମାନ୍। କାରଣ ମୁଁ ତୁମ୍ଭର ବାକ୍ୟସବୁ ଶିକ୍ଷା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ସମସ୍ତ ଗୁରୁ ଅପେକ୍ଷା ମୋʼ ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ।
Odia IRV 2017 (ଓଡିଆ ବାଇବେଲ)
ମୋହର ସମସ୍ତ ଗୁରୁ ଅପେକ୍ଷା ମୋ’ ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ।