Psalms 12:1 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମାେତେ ଉଦ୍ଧାର କର, କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି। ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ବାସୀ ଲୋକର ହ୍ରାସ ହେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦକାର ନିମନ୍ତେ ଶମୀନୀତ୍ ସ୍ଵରରେ ଦାଉଦଙ୍କର ଗୀତ । ସଦାପ୍ରଭୋ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଉଅଛି; ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ଵସ୍ତ ଲୋକର ହ୍ରାସ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଶମୀନୀତ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୋତେ ଉଦ୍ଧାର କର, କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି। ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ୱାସୀ ଲୋକର ହ୍ରାସ ହେଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୋ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଇଅଛନ୍ତି; ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ୱସ୍ତ ଲୋକର ହ୍ରାସ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଇଅଛନ୍ତି; ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ୱସ୍ତ ଲୋକର ହ୍ରାସ ହୋଇଅଛି।