Psalms 12:2 — Compare Translations

5 translations compared side by side

Odia - 1840
"ଲୋକମାନେ ନିଜ ପଡ଼ୋଶୀ ସହିତ ମିଥ୍ଯା କହନ୍ତି। ପ୍ରେତ୍ୟକକ ମଣିଷ ଆଜି ଚାଟୁକାର ସାଜି ପଡ଼ୋଶୀମାନଙ୍କୁ ମିଥ୍ଯା କଥାରେ ଭୁଲାଇ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ସଙ୍ଗେ ଅସାର କଥା କହନ୍ତି । ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ଵିଧାଚିତ୍ତରେ କଥା କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ନିଜ ପଡ଼ୋଶୀ ସହିତ ମିଥ୍ୟା କହନ୍ତି। ପ୍ରତ୍ୟେକ ମଣିଷ ଆଜି ଗ୍ଭଟୁକାର ସାଜି ପଡ଼ୋଶୀମାନଙ୍କୁ ମିଥ୍ୟା କଥାରେ ଭୁଲାଇ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।