Psalms 12:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସମାନଙ୍କେର ଓଷ୍ଠ ବନ୍ଦ କରିବେ, ୟିଏ ମିଥ୍ଯା ବାକ୍ଯ ଉଚ୍ଚାରଣ କରେ। ସଦାପ୍ରଭୁ ସମାନଙ୍କେର ଜିହ୍ବା ବନ୍ଦ କରିବେ, ୟିଏ ଗର୍ବର କାହାଣୀ ପ୍ରକାଶ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ଵା ଉଚ୍ଛିନ୍ନ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେମାନଙ୍କର ଓଷ୍ଠ ବନ୍ଦ କରିବେ, ଯିଏ ମିଥ୍ୟା ବାକ୍ୟ ଉଚ୍ଚାରଣ କରେ। ସଦାପ୍ରଭୁ ସେମାନଙ୍କର ଜିହ୍ୱା ବନ୍ଦ କରିବେ, ଯିଏ ଗର୍ବର କାହାଣୀ ପ୍ରକାଶ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ୱା ଉଚ୍ଛିନ୍ନ କରିବେ;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ୱା ଉଚ୍ଛିନ୍ନ କରିବେ;