Psalms 12:4 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ କହନ୍ତି, ଆମ୍ଭମାନେେ ଏହିପରି ମିଥ୍ଯା କହି ଲୋକମାନଙ୍କ ମଧ୍ୟରେ ପ୍ରାଧାନ୍ଯ ବିସ୍ତାର କରିବୁ। ଆମ୍ଭେ ଜାଣୁ ଆମ୍ଭକୁ କ'ଣ କହିବାକୁ ପଡ଼ିବ। ୟାହାଫଳରେ କହେି ଆମ୍ଭମାନଙ୍କ ଉପରେ କର୍ତ୍ତା ସାଜି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କହନ୍ତି, ଆମ୍ଭେମାନେ ଜିହ୍ଵା ଦ୍ଵାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ?
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ କହନ୍ତି, “ଆମ୍ଭେମାନେ ଏହିପରି ମିଥ୍ୟା କହି ଲୋକମାନଙ୍କ ମଧ୍ୟରେ ପ୍ରାଧାନ୍ୟ ବିସ୍ତାର କରିବୁ। ଆମ୍ଭେ ଜାଣୁ ଆମ୍ଭକୁ କ’ଣ କହିବାକୁ ପଡ଼ିବ। ଯାହା ଫଳରେ କେହି ଆମ୍ଭମାନଙ୍କ ଉପରେ କର୍ତ୍ତା ସାଜି ପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କହନ୍ତି, “ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ?”
Odia IRV 2017 (ଓଡିଆ ବାଇବେଲ)
ସେମାନେ କହନ୍ତି, ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ?