Psalms 12:5 — Compare Translations
5 translations compared side by side
Odia - 1840
"କିନ୍ତୁ ସଦାପ୍ରଭୁ କହନ୍ତି, ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଚୋରାଇ ନିଅନ୍ତି। ସମାନେେ ଅସହାୟ ଲୋକଙ୍କଠାରୁ ଜିନିଷ ନଇୟୋଆନ୍ତି। କିନ୍ତୁ ମୁଁ ସମାନଙ୍କେ ଉଦ୍ଦେଶ୍ଯ ସଫଳ ହବୋକୁ ଦବେି ନାହିଁ ଓ ମୁଁ ସହେି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଗ୍ଭେରାଇ ନିଅନ୍ତି। ସେମାନେ ଅସହାୟ ଲୋକଙ୍କଠାରୁ ଜିନିଷ ନେଇଯାଆନ୍ତି। କିନ୍ତୁ ମୁଁ ସେମାନଙ୍କ ଉଦ୍ଦେଶ୍ୟ ସଫଳ ହେବାକୁ ଦେବି ନାହିଁ ଓ ମୁଁ ସେହି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।”
Odia IRV 2017 (ଓଡିଆ ବାଇବେଲ)
ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।