Psalms 12:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ବାକ୍ଯସବୁ ସତ୍ଯ ଓ ନିର୍ମଳ। ୟାହାକି ଗରମ ନିଆଁରେ ତରଳା ଯାଉଥିବା ରୂପା ପରି ସଗେୁଡିକୁ ସାତଥର ତରଳା ୟାଇଥିବା ରୂପା ପରି ଶୁଦ୍ଧ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତଥର ପରିଷ୍କୃତ ରୂପା ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଦାପ୍ରଭୁଙ୍କର ବାକ୍ୟସବୁ ସତ୍ୟ ଓ ନିର୍ମଳ। ଯାହାକି ଗରମ ନିଆଁରେ ତରଳା ଯାଉଥିବା ରୂପା ପରି ସେଗୁଡ଼ିକୁ ସାତଥର ତରଳା ଯାଇଥିବା ରୂପା ପରି ଶୁଦ୍ଧ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତ ଥର ପରିଷ୍କୃତ ରୂପା ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତ ଥର ପରିଷ୍କୃତ ରୂପା ତୁଲ୍ୟ।