Psalms 12:7 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ସହେି ଅସହାୟ ଲୋକମାନଙ୍କର ଯତ୍ନ ନିଅ। ସମାନଙ୍କେୁ ବର୍ତ୍ତମାନ ଓ ସବୁଦିନ ପାଇଁ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ, ତୁମ୍ଭେ ବର୍ତ୍ତମାନ ଲୋକମାନଙ୍କଠାରୁ ସେମାନଙ୍କୁ ସଦାକାଳ ଉଦ୍ଧାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ସେହି ଅସହାୟ ଲୋକମାନଙ୍କର ଯତ୍ନ ନିଅ। ସେମାନଙ୍କୁ ବର୍ତ୍ତମାନ ଓ ସବୁଦିନ ପାଇଁ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ, ତୁମ୍ଭେ ବର୍ତ୍ତମାନ ଲୋକମାନଙ୍କଠାରୁ ସେମାନଙ୍କୁ ସଦାକାଳ ଉଦ୍ଧାର କରିବ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ, ତୁମ୍ଭେ ବର୍ତ୍ତମାନ ଲୋକମାନଙ୍କଠାରୁ ସେମାନଙ୍କୁ ସଦାକାଳ ଉଦ୍ଧାର କରିବ।
Recommended Reading