Psalms 12:8 — Compare Translations

5 translations compared side by side

Odia - 1840
"ସହେି ଦୁଷ୍ଟ ଲୋକମାନେ ୟଦିଓ ପ୍ରାଧାନ୍ଯ ବିସ୍ତାର କରନ୍ତି, କିନ୍ତୁ ପ୍ରକୃତରେ ସମାନେେ ଦେଖିବାକୁ ସୁନ୍ଦର ଗହଣା ପରି। ଏହା ବହୁମୂଲ୍ଯ ଭଳି ଜଣା ପଡ଼ିଲେ ବି ପ୍ରକୃତରେ ଏହା ଅତି ଶସ୍ତା ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ ଦୁଷ୍ଟମାନେ ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଷ୍ଟ ଲୋକମାନେ ଯଦିଓ ପ୍ରାଧାନ୍ୟ ବିସ୍ତାର କରନ୍ତି, କିନ୍ତୁ ପ୍ରକୃତରେ ସେମାନେ ଦେଖିବାକୁ ସୁନ୍ଦର ଗହଣା ପରି। ଏହା ବହୁମୂଲ୍ୟ ଭଳି ଜଣା ପଡ଼ିଲେ ବି ପ୍ରକୃତରେ ଏହା ଅତି ଶସ୍ତା ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ ଦୁଷ୍ଟମାନେ ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ ଦୁଷ୍ଟମାନେ ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତି।