Psalms 120:1 — Compare Translations

5 translations compared side by side

Odia - 1840
"ମୁଁ ଆପଣା ବିପଦ ସମଯରେ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଏବଂ ସେ ମାେତେ ଉତ୍ତର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆରୋହଣ ଗୀତ । ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିର ଆରୋହଣର ଗୀତ। ମୁଁ ଆପଣା ବିପଦ ସମୟରେ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଏବଂ ସେ ମୋତେ ଉତ୍ତର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ।