Psalms 120:2 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମାେ ବିଷଯରେ ମିଥ୍ଯା କହୁଥିବା ଲୋକମାନଙ୍କଠାରୁ ମାେତେ ଉଦ୍ଧାର କର। ସମାନେେ ଯେଉଁ କଥାସବୁ କହୁଥିଲେ, ତାହାସବୁ ସତ୍ଯ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ଵାରୁ ମୋʼ ପ୍ରାଣକୁ ଉଦ୍ଧାର କର ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ସଦାପ୍ରଭୁ, ମୋ’ ବିଷୟରେ ମିଥ୍ୟା କହୁଥିବା ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର। ସେମାନେ ଯେଉଁ କଥାସବୁ କହୁଥିଲେ, ତାହା ସବୁ ସତ୍ୟ ନ ଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ୱାରୁ ମୋʼ ପ୍ରାଣକୁ ଉଦ୍ଧାର କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ୱାରୁ ମୋ’ ପ୍ରାଣକୁ ଉଦ୍ଧାର କର।