Psalms 120:3 — Compare Translations

5 translations compared side by side

Odia - 1840
"ହେ ମିଥ୍ଯାବାଦୀମାନେ, ତୁମ୍ଭଙ୍କୁ କ'ଣ ଦିଆୟିବ, ତୁମ୍ଭେ କ'ଣ ପାଇବ? କ'ଣ ତୁମ୍ଭେ ଜାଣ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରବଞ୍ଚକ ଜିହ୍ଵେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?
Odia Bible ERV 2004 (ପବିତ୍ର ବାଇବଲ)
ହେ ମିଥ୍ୟାବାଦୀମାନେ, ତୁମ୍ଭଙ୍କୁ କ’ଣ ଦିଆଯିବ? କ’ଣ ପାଇବ ତୁମ୍ଭେ ଜାଣ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରବଞ୍ଚକ ଜିହ୍ୱେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରବଞ୍ଚକ ଜିହ୍ୱେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?