Psalms 120:4 — Compare Translations

5 translations compared side by side

Odia - 1840
"ତୁମ୍ଭକୁ ଦଣ୍ଡ ଦବୋ ପାଇଁ ସୈନିକର ତୀକ୍ଷ୍ମ ଶର ଓ ଗରମ କୋଇଲା ପରମେଶ୍ବର ଆଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭକୁ ଦଣ୍ଡ ଦେବା ପାଇଁ ସୈନିକର ତୀ‌କ୍ଷ୍‌ଣ ଶର ଓ ଗରମ କୋଇଲା ପରମେଶ୍ୱର ଆଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର ସହ ଦଣ୍ଡ ଦେବେ।
Odia IRV 2017 (ଓଡିଆ ବାଇବେଲ)
ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର ସହ ଦଣ୍ଡ ଦେବେ।