Psalms 120:5 — Compare Translations

5 translations compared side by side

Odia - 1840
"ମିଥ୍ଯାବାଦୀ ଲୋକମାନେ, ମେଶକରେ ବାସ କଲା ପରି ତୁମ୍ଭ ପାଖରେ ବାସ କରୁଛନ୍ତି। ଏହା କଦୋରର ତମ୍ବୁରେ ବାସ କରିବା ସଦୃଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ, ହାୟ, ମୁଁ ମେଶକରେ ପ୍ରବାସ କରେ । ମୁଁ କେଦାରର ତମ୍ଵୁସମୂହ ମଧ୍ୟରେ ବାସ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ମିଥ୍ୟାବାଦୀ ଲୋକମାନେ, ମେଶକରେ ବାସ କଲା ପରି ତୁମ୍ଭ ପାଖରେ ବାସ କରୁଛନ୍ତି। ଏହା କେଦାରର ତମ୍ବୁରେ ବାସ କରିବା ସଦୃଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାୟ, ହାୟ, ମୁଁ ମେଶକ୍‍ରେ ପ୍ରବାସ କରେ। ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ।
Odia IRV 2017 (ଓଡିଆ ବାଇବେଲ)
ହାୟ, ହାୟ, ମୁଁ ମେଶକ୍‍ରେ ପ୍ରବାସ କରେ। ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ।