Psalms 120:7 — Compare Translations

5 translations compared side by side

Odia - 1840
"ମୁଁ କହିଲି, ମୁଁ ଶାନ୍ତି ଚା ହେଁ, କିନ୍ତୁ ସମାନେେ ୟୁଦ୍ଧ ଚାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଶାନ୍ତି ଚାହେଁ; ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କହିଲି, ମୁଁ ଶାନ୍ତି ଗ୍ଭହେଁ, କିନ୍ତୁ ସେମାନେ ଯୁଦ୍ଧ ଗ୍ଭହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଶାନ୍ତି ଚାହେଁ; ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଶାନ୍ତି ଚାହେଁ; ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି।