Psalms 121:1 — Compare Translations
5 translations compared side by side
Odia - 1840
"ମୁଁ ସାହାୟ୍ଯ ପାଇଁ ପର୍ବତଗଣ ଆଡ଼େ ଚା ହେଁ। କିନ୍ତୁ ପ୍ରକୃତରେ କେଉଁଠାରୁ ମାରେ ସାହାୟ୍ଯ ଆସିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆରୋହଣ ଗୀତ । ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ଵଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ?
Odia Bible ERV 2004 (ପବିତ୍ର ବାଇବଲ)
ଏକ ଆରୋହଣ ଗୀତ। ମୁଁ ସାହାଯ୍ୟ ପାଇଁ ପର୍ବତଗଣ ଆଡ଼େ ଗ୍ଭହେଁ। କିନ୍ତୁ ପ୍ରକୃତରେ କେଉଁଠାରୁ ମୋର ସାହାଯ୍ୟ ଆସିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପର୍ବତଗଣ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ?
Odia IRV 2017 (ଓଡିଆ ବାଇବେଲ)
ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ୱଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ?