Psalms 121:2 — Compare Translations

5 translations compared side by side

Odia - 1840
"ମାରେ ସାହାୟ୍ଯ ସଦାପ୍ରଭୁଙ୍କଠାରୁ ଆସିବ ୟିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିବ ଯିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ।