Psalms 121:3 — Compare Translations
5 translations compared side by side
Odia - 1840
"ସେ ତୁମ୍ଭର ପାଦକୁ ଟଳମଳ ହବୋକୁ ଦବେେ ନାହିଁ। ତୁମ୍ଭର ରକ୍ଷାକର୍ତ୍ତା କବେେ ହେଲେ ନିଦ୍ରିତ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ସେ ତୁମ୍ଭର ପାଦକୁ ଟଳମଳ ହେବାକୁ ଦେବେ ନାହିଁ। ତୁମ୍ଭର ରକ୍ଷାକର୍ତ୍ତା କେବେହେଲେ ନିଦ୍ରିତ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ; ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ; ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ।