Psalms 121:4 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ରକ୍ଷାକର୍ତ୍ତା କବେେ ନିଦ୍ରା ଯିବେ ନାହିଁ। କି କବେେ ଶାଇେବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ରକ୍ଷାକର୍ତ୍ତା କେବେ ନିଦ୍ରା ଯିବେ ନାହିଁ। କି କେବେ ଶୋଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ।