Psalms 121:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା। ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାଶର୍‌ବରେ ତୁମ୍ଭକୁ ଢ଼ାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ଵର ଛାୟା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା। ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ତୁମ୍ଭକୁ ଢାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା।