Psalms 121:6 — Compare Translations
5 translations compared side by side
Odia - 1840
"ଦିନରେ ସୂର୍ୟ୍ଯ ତୁମ୍ଭକୁ ଆଘାତ କରିପାରିବେ ନାହିଁ କିମ୍ବା ରାତିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦିନରେ ସୂର୍ଯ୍ୟ ତୁମ୍ଭକୁ ଆଘାତ କରି ପାରିବେ ନାହିଁ କିମ୍ବା ରାତିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ।