Psalms 121:7 — Compare Translations

5 translations compared side by side

Odia - 1840
"ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ଜୀବନକୁ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ଜୀବନକୁ ରକ୍ଷା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ।