Psalms 121:8 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ଏବଂ ସବୁଦିନ ପାଇଁ ୟିବା ଆସିବା ବେଳେ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଏବଂ ସବୁଦିନ ପାଇଁ ଯିବା ଆସିବା ବେଳେ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ।