Psalms 122:1 — Compare Translations
5 translations compared side by side
Odia - 1840
"ମୁଁ ଖୁସି ହଲିେ, ଯେତବେେଳେ ଲୋକମାନେ କହିଲେ, ଚାଲ ସଦାପ୍ରଭୁଙ୍କ ମନ୍ଦିରକୁ ୟିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆରୋହଣ ଗୀତ; ଦାଉଦଙ୍କ ରଚିତ । ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ, ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ମନ୍ଦିର ଯିବା ସମୟରେ ଗୀତ। ମୁଁ ଖୁସୀ ହେଲି, ଯେତେବେଳେ ଲୋକମାନେ କହିଲେ, “ଗ୍ଭଲ ସଦାପ୍ରଭୁଙ୍କ ମନ୍ଦିରକୁ ଯିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।
Odia IRV 2017 (ଓଡିଆ ବାଇବେଲ)
“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।