Psalms 122:3 — Compare Translations

5 translations compared side by side

Odia - 1840
"ୟିରୁଶାଲମ ସହର ଭଳି ତିଆରି ହାଇେଅଛି, ଏହା ଦୃଢ଼ ଭାବରେ ଏବଂ କଠିନ ଭାବରେ ନିର୍ମିତ ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମ ସହର ଭଳି ତିଆରି ହୋଇଅଛି, ଏହା ଦୃଢ଼ ଭାବରେ ଏବଂ କଠିନ ଭାବରେ ନିର୍ମିତ ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;
Odia IRV 2017 (ଓଡିଆ ବାଇବେଲ)
ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;