Psalms 122:4 — Compare Translations

5 translations compared side by side

Odia - 1840
"ଏହା ହେଉଛି ଯେଉଁଠାରେ କି ଗୋଷ୍ଠୀବର୍ଗ ଆସନ୍ତି। ସଦାପ୍ରଭୁଙ୍କର ଗୋଷ୍ଠୀବର୍ଗ ତାଙ୍କୁ ପ୍ରଶଂସା କରିବା ପାଇଁ ଏଠାକୁ ଆସନ୍ତି। ଇଶ୍ରାୟେଲକୁ ଏହିସବୁ କରିବା ପାଇଁ ଆଦେଶ ଦିଆହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋଷ୍ଠୀବର୍ଗ, ଅର୍ଥାତ୍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ଵରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ହେଉଛି ଯେଉଁଠାରେ କି ଗୋଷ୍ଠୀବର୍ଗ ଆସନ୍ତି। ସଦାପ୍ରଭୁଙ୍କର ଗୋଷ୍ଠୀବର୍ଗ ତାଙ୍କୁ ପ୍ରଶଂସା କରିବା ପାଇଁ ଏଠାକୁ ଆସନ୍ତି। ଇସ୍ରାଏଲକୁ ଏହିସବୁ କରିବା ପାଇଁ ଆଦେଶ ଦିଆହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋଷ୍ଠୀବର୍ଗ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଗୋଷ୍ଠୀବର୍ଗ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି।