Psalms 122:5 — Compare Translations
5 translations compared side by side
Odia - 1840
"ଦାଉଦଙ୍କ ପରିବାରର ରାଜାମାନେ ସମାନଙ୍କେର ସିଂହାସନ ଏଠାରେ ସ୍ଥାପନ କରିଥିଲେ। ସମାନେେ ସଠାେରେ ଲୋକମାନଙ୍କୁ ସୁବିଚାର ଦବୋ ପାଇଁ ସିଂହାସନ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କ ପରିବାରର ରାଜାମାନେ ସେମାନଙ୍କର ସିଂହାସନ ଏଠାରେ ସ୍ଥାପନ କରିଥିଲେ। ସେମାନେ ସେଠାରେ ଲୋକମାନଙ୍କୁ ସୁବିଗ୍ଭର ଦେବା ପାଇଁ ସିଂହାସନ ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ-ବଂଶର ସିଂହାସନସବୁ ସ୍ଥାପିତ ଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି।