Psalms 122:6 — Compare Translations
5 translations compared side by side
Odia - 1840
"ୟିରୁଶାଲମରେ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କର। ମୁଁ ଆଶାକରେ ଯେଉଁମାନେ ତୁମ୍ଭକୁ ପ୍ରମେ କରନ୍ତି ସମାନେେ ସଠାେରେ ଶାନ୍ତି ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର;
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମରେ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କର। “ମୁଁ ଆଶାକରେ ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ସେମାନେ ସେଠାରେ ଶାନ୍ତି ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର; ଯେଉଁମାନେ ତୁମ୍ଭକୁ ସ୍ନେହ କରନ୍ତି, ସେମାନେ ଅଶେଷ ଉନ୍ନତି କରିବେ।
Odia IRV 2017 (ଓଡିଆ ବାଇବେଲ)
ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର; ଯେଉଁମାନେ ତୁମ୍ଭକୁ ସ୍ନେହ କରନ୍ତି, ସେମାନେ ଅଶେଷ ଉନ୍ନତି କରିବେ।