Psalms 122:7 — Compare Translations

5 translations compared side by side

Odia - 1840
"ମୁଁ ଆଶାକରେ ସଠାେରେ ତୁମ୍ଭର ପବିତ୍ର ଗୃହ ଭିତରେ ଶାନ୍ତି ମିଳିବ। ମୁଁ ଆଶା କରେ ୟେ, ତୁମ୍ଭର ବିରାଟ ରାଜ ପ୍ରାସାଦରେ ନିରାପଦ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୁରକ୍ଷା ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆଶାକରେ ସେଠାରେ ତୁମ୍ଭର ପବିତ୍ର ଗୃହ ଭିତରେ ଶାନ୍ତି ମିଳିବ। ମୁଁ ଆଶା କରେ ଯେ, ତୁମ୍ଭର ବିରାଟ ରାଜପ୍ରାସାଦରେ ନିରାପଦ ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ।