Psalms 122:8 — Compare Translations

5 translations compared side by side

Odia - 1840
"ମାରେ ପରିବାର ଏବଂ ମାରେ ପଡ଼ୋଶୀମାନଙ୍କର ମଙ୍ଗଳ ପାଇଁ ୟିରୁଶାଲମ, ତୁମ୍ଭର ଶାନ୍ତି ପାଇଁ ପ୍ରାର୍ଥନା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପରିବାର ଏବଂ ମୋର ପଡ଼ୋଶୀମାନଙ୍କର ମଙ୍ଗଳ ପାଇଁ ଯିରୁଶାଲମ, ତୁମ୍ଭର ଶାନ୍ତି ପାଇଁ ପ୍ରାର୍ଥନା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।
Odia IRV 2017 (ଓଡିଆ ବାଇବେଲ)
ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, “ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।”