Psalms 122:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆମ୍ଭର ପରମେଶ୍ବରଙ୍କର ମନ୍ଦିରର ମଙ୍ଗଳ ନିମନ୍ତେ ମୁଁ ପ୍ରାର୍ଥନା କରେ ୟେ, ୟିରୁଶାଲମ ତୁମ୍ଭ ପାଇଁ ସବୁ ଉତ୍ତମ ଘଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ସକାଶେ ମୁଁ ତୁମ୍ଭର ମଙ୍ଗଳ ଚେଷ୍ଟା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କର ମନ୍ଦିରର ମଙ୍ଗଳ ନିମନ୍ତେ ମୁଁ ପ୍ରାର୍ଥନା କରେ ଯେ, ଯିରୁଶାଲମ ତୁମ୍ଭ ପାଇଁ ସବୁ ଉତ୍ତମ ଘଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସକାଶେ ମୁଁ ତୁମ୍ଭର ମଙ୍ଗଳ ନିମନ୍ତେ ପ୍ରାର୍ଥନା କରିବି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସକାଶେ ମୁଁ ତୁମ୍ଭର ମଙ୍ଗଳ ନିମନ୍ତେ ପ୍ରାର୍ଥନା କରିବି।